Job 37:18 — Compare Translations
5 translations compared side by side
Odia - 1840
"ଆୟୁବ, ତୁମ୍ଭେ କ'ଣ ଆକାଶ ମଣ୍ଡଳ ବିସ୍ତାର କରିବା ପାଇଁ ପରମେଶ୍ବରଙ୍କୁ ସାହାୟ୍ଯ କରିପାରିବ ଏବଂ ମାର୍ଜିତ ପିତଳ ପରି ଚକ୍ଚକ୍ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ତଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, ତୁମ୍ଭେ କ’ଣ ଆକାଶ ମଣ୍ଡଳ ବିସ୍ତାର କରିବା ପାଇଁ ପରମେଶ୍ୱରଙ୍କୁ ସାହାଯ୍ୟ କରି ପାରିବ ଏବଂ ମାର୍ଜିତ ପିତ୍ତଳ ପରି ଚକ୍ଚକ୍ କରି ପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?