Job 37:2 — Compare Translations

5 translations compared side by side

Odia - 1840
"ସମସ୍ତେ ଶୁଣ! ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ଭଳି ଶୁଣାୟାଏ। ସହେି ଘଡ଼ଘଡ଼ିର ଶବ୍ଦକୁ ଶୁଣ, ଯାହା ପରମେଶ୍ବରଙ୍କ ପାଟିରୁ ବାହା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାହାଙ୍କ ରବର ଶଦ୍ଦ ଓ ତାହାଙ୍କ ମୁଖ-ନିର୍ଗତ ସ୍ଵର ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ଶୁଣ! ପରମେଶ୍ୱରଙ୍କ ସ୍ୱର ଘଡ଼ଘଡ଼ି ଭଳି ଶୁଣାଯାଏ। ସେହି ଘଡ଼ଘଡ଼ିର ଶବ୍ଦକୁ ଶୁଣ, ଯାହା ପରମେଶ୍ୱରଙ୍କ ପାଟିରୁ ବାହାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପରମେଶ୍ୱରଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପରମେଶ୍ଵରଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ।