Job 37:20 — Compare Translations

5 translations compared side by side

Odia - 1840
"ମୁଁ ପରମେଶ୍ବରଙ୍କୁ କହିବି ନାହିଁ ଯେ ମୁଁ ତାଙ୍କ ସହିତ କଥା ହବୋକୁ ଚା ହେଁ। ଏହା ଧ୍ବଂସକୁ ଡ଼ାକି ଆଣିବା ସହିତ ସମାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କୁ କହିବି ନାହିଁ ଯେ ମୁଁ ତାଙ୍କ ସହିତ କଥା ହେବାକୁ ଗ୍ଭହେଁ। ଏହା ଧ୍ୱଂସକୁ ଡାକି ଆଣିବା ସହିତ ସମାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?
Odia IRV 2017 (ଓଡିଆ ବାଇବେଲ)
ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?