Job 37:21 — Compare Translations

5 translations compared side by side

Odia - 1840
"କହେି ସୂର୍ୟ୍ଯଙ୍କୁ ଚାହିଁ ପାରିବେ ନାହିଁ। ଏହାର ଉଜ୍ଜଳ କିରଣ ଆକାଶ ରେ ଝଲମଲ କରେ, ଯେତବେେଳେ ବାଦଲ ସବୁ ବାଯୁଦ୍ବାରା ଅପସରି ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ ।
Odia Bible ERV 2004 (ପବିତ୍ର ବାଇବଲ)
କେହି ସୂର୍ଯ୍ୟଙ୍କୁ ଗ୍ଭହିଁ ପାରିବେ ନାହିଁ। ଏହାର ଉଜ୍ଜ୍ୱଳ କିରଣ ଆକାଶରେ ଝଲମଲ କରେ, ଯେତେବେଳେ ବାଦଲ ସବୁ ବାୟୁଦ୍ୱାରା ଅପସରିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ।