Job 37:22 — Compare Translations

5 translations compared side by side

Odia - 1840
"ପରମେଶ୍ବର ମଧ୍ଯ ଠିକ୍ ସହେିପରି, ତାଙ୍କର ସୁବର୍ଣ୍ଣମଯ ମହିମା ପବିତ୍ର ପର୍ବତ ମଧ୍ଯରୁ ଚିକ୍ଚିକ୍ କରେ। ତାଙ୍କ ଚତୁର୍ଦ୍ଦିଗ ରେ ଉଜ୍ଜ୍ବଳ କିରଣ ବିଚ୍ଛୁରିତ ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ଵରଙ୍କଠାରେ ଭୟାନକ ମହତ୍ତ୍ଵ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମଧ୍ୟ ଠିକ୍ ସେହିପରି, ତାଙ୍କର ସୁବର୍ଣ୍ଣମୟ ମହିମା ପବିତ୍ର ପର୍ବତ ମଧ୍ୟରୁ ଚି‌କ୍‌ଚିକ୍ କରେ। ତାଙ୍କ ଚତୁର୍ଦ୍ଦିଗରେ ଉଜ୍ଜ୍ୱଳ କିରଣ ବିଚ୍ଛୁରିତ ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।