Job 37:23 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ପରମେଶ୍ବର ମହାନ ଅଟନ୍ତି। ଆମ୍ଭେ ପରମେଶ୍ବରଙ୍କୁ ବୁଝିପାରିବା ନାହିଁ। ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଚାରବନ୍ତ ଓ ଧାର୍ମିକ। ସେ ଆମ୍ଭମାନଙ୍କୁ ଆଘାତ ଦବୋକୁ ଚାହାଁନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବଶକ୍ତିମାନ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ପରମେଶ୍ୱର ମହାନ ଅଟନ୍ତି। ଆମ୍ଭେ ପରମେଶ୍ୱରଙ୍କୁ ବୁଝିପାରିବା ନାହିଁ। ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଗ୍ଭରବନ୍ତ ଓ ଧାର୍ମିକ। ସେ ଆମ୍ଭମାନଙ୍କୁ ଆଘାତ ଦେବାକୁ ଗ୍ଭହାନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସର୍ବଶକ୍ତିମାନ ପରମେଶ୍ଵର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।