Job 37:24 — Compare Translations

5 translations compared side by side

Odia - 1840
"ସେଥିପାଇଁ ଲୋକେ ତାଙ୍କୁ ସମ୍ମାନ କରନ୍ତି। କିନ୍ତୁ ସେ ଗର୍ବୀ ତଥା ଯେଉଁମାନେ ନିଜକୁ ଜ୍ଞାନୀ ଭାବନ୍ତି ତାଙ୍କୁ ସମ୍ମାନ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଲୋକେ ତାଙ୍କୁ ସମ୍ମାନ କରନ୍ତି। କିନ୍ତୁ ସେ ଗର୍ବୀ ତଥା ଯେଉଁମାନେ ନିଜକୁ ଜ୍ଞାନୀ ଭାବନ୍ତି ତାଙ୍କୁ ସମ୍ମାନ କରନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”