Job 37:3 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାଙ୍କର ବିଜୁଳିକୁ ମାରନ୍ତି ଯାହା ସମଗ୍ର ଆକାଶକୁ କମ୍ପିତ କରେ। ଏହା ସମଗ୍ର ପୃଥିବୀକୁ ମଧ୍ଯ ଝଲସାଇ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଦ୍ୟୁତକୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ପ୍ରେରଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ବିଜୁଳିକୁ ମାରନ୍ତି, ଯାହା ସମଗ୍ର ଆକାଶକୁ କମ୍ପିତ କରେ। ଏହା ସମଗ୍ର ପୃଥିବୀକୁ ମଧ୍ୟ ଝଲସାଇ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।