Job 37:4 — Compare Translations

5 translations compared side by side

Odia - 1840
"ତା'ପରେ ବିଜୁଳି ମାରିବା ପରେ ପରମେଶ୍ବରଙ୍କ ବଜ୍ର ଗମ୍ଭିର କଣ୍ଠସ୍ବର ଶୁଣାୟାଏ, ପରମେଶ୍ବର ତାଙ୍କର ଚମତ୍କାର ସ୍ବର ରେ ଘଡ଼ଘଡ଼ି କରନ୍ତି। ବିଜୁଳି ମାରିଲା ବେଳେ ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ମା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ଵର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବିଜୁଳି ମାରିବା ପରେ ପରମେଶ୍ୱରଙ୍କ ବଜ୍ର ଗମ୍ଭିର କଣ୍ଠସ୍ୱର ଶୁଣାଯାଏ, ପରମେଶ୍ୱର ତାଙ୍କର ଚମତ୍କାର ସ୍ୱରରେ ଘଡ଼ଘଡ଼ି କରନ୍ତି। ବିଜୁଳି ମାରିଲା ବେଳେ ପରମେଶ୍ୱରଙ୍କ ସ୍ୱର ଘଡ଼ଘଡ଼ି ମାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ।