Job 37:5 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଘଡ଼ଘଡ଼ି କଣ୍ଠସ୍ବର ଅଦ୍ଭୁତ ଧରଣର ସେ ଅନକେ ମହାନ କାର୍ୟ୍ଯ କରନ୍ତି, ଯାହାକୁ ଆମ୍ଭେ ବୁଝିପାରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଘଡ଼ଘଡ଼ି କଣ୍ଠସ୍ୱର ଅ‌‌‌ଦ୍‌‌‌ଭୂତ ଧରଣର ସେ ଅନେକ ମହାନ କାର୍ଯ୍ୟ କରନ୍ତି, ଯାହାକୁ ଆମ୍ଭେ ବୁଝିପାରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।