Job 37:6 — Compare Translations
5 translations compared side by side
Odia - 1840
"ପରମେଶ୍ବର ବରଫକୁ କହନ୍ତି: ପୃଥିବୀ ଉପରେ ପଡ଼ ଏବଂ ପରମେଶ୍ବର ବର୍ଷାକୁ କହନ୍ତି 'ପୃଥିବୀ ରେ ଢ଼ାଳି ହୁଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକି ଓ ଆପଣାର ପ୍ରବଳ ବୃଷ୍ଟିକି ସେହିପରି କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବରଫକୁ କହନ୍ତି: ‘ପୃଥିବୀ ଉପରେ ପଡ଼।’ ଏବଂ ପରମେଶ୍ୱର ବର୍ଷାକୁ କହନ୍ତି ‘ପୃଥିବୀରେ ଢାଳି ହୁଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକୁ ଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକୁ ଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।