Job 37:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାହା କରନ୍ତି, ୟଦ୍ବାରା ସମସ୍ତ ଲୋକ ଜାଣିପାରିବେ ପରମେଶ୍ବର ତିଆରି କରିଛନ୍ତି ଏବଂ ସମସ୍ତେ ଜାଣିବେ ସେ କ'ଣ କରିପାରନ୍ତି। ଏହା ତାଙ୍କର ପ୍ରମାଣ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହା କରନ୍ତି, ଯଦ୍ଦ୍ୱାରା ସମସ୍ତ ଲୋକ ଜାଣି ପାରିବେ ପରମେଶ୍ୱର ତିଆରି କରିଛନ୍ତି ଏବଂ ସମସ୍ତେ ଜାଣିବେ ସେ କ’ଣ କରି ପାରନ୍ତି। ଏହା ତାଙ୍କର ପ୍ରମାଣ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।