Job 37:8 — Compare Translations
5 translations compared side by side
Odia - 1840
"ପଶୁମାନେ ସମାନଙ୍କେ ଆଶ୍ରଯସ୍ଥଳକୁ ଦୌଡ଼ି ପଳାନ୍ତି ଓ ସଠାେରେ ରୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପଶୁମାନେ ଆଶ୍ରୟସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ଵରରେ ରହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପଶୁମାନେ ସେମାନଙ୍କ ଆଶ୍ରୟସ୍ଥଳକୁ ଦୌଡ଼ି ପଳାନ୍ତି ଓ ସେଠାରେ ରୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯା’ନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି।