Job 37:9 — Compare Translations

5 translations compared side by side

Odia - 1840
"ଦକ୍ଷିଣ ଦିଗରୁ ବତାସ ମାଡ଼ି ଆ ସେ। ଥଣ୍ଡା ପବନ ଉତ୍ତର ଦିଗରୁ ମାଡ଼ି ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣସ୍ଥ ମଣ୍ତଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ ।
Odia Bible ERV 2004 (ପବିତ୍ର ବାଇବଲ)
ଦକ୍ଷିଣ ଦିଗରୁ ବତାସ ମାଡ଼ି ଆସେ। ଥଣ୍ଡା ପବନ ଉତ୍ତର ଦିଗରୁ ମାଡ଼ି ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।