Job 38:10 — Compare Translations

5 translations compared side by side

Odia - 1840
"ମୁଁ ସମୁଦ୍ର ପାଇଁ ସୀମା ନିରୁପିତ କଲି ଏବଂ ତହା ବନ୍ଦ ଥିବା ଫାଟକ ପଛଆଡ଼େ ରଖିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସମୁଦ୍ର ପାଇଁ ସୀମା ନିରୂପିତ କଲି ଏବଂ ତହା ବନ୍ଦ ଥିବା ଫାଟକ ପଛଆଡ଼େ ରଖିଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
Odia IRV 2017 (ଓଡିଆ ବାଇବେଲ)
ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,