Job 38:11 — Compare Translations
5 translations compared side by side
Odia - 1840
"ମୁଁ ସମୁଦ୍ରକୁ କହିଲି, 'ତୁମ୍ଭେ ଏତିକି ବାଟ ପର୍ୟ୍ଯନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନ ରେ ତୁମ୍ଭେ ଗର୍ବି ଢ଼େଉ ଆସି ବନ୍ଦ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସମୁଦ୍ରକୁ କହିଲି, ‘ତୁମ୍ଭେ ଏତିକି ବାଟ ପର୍ଯ୍ୟନ୍ତ ଆସିବ, ତା’ଠାରୁ ଅଧିକା ନୁହେଁ। ଏହି ସ୍ଥାନରେ ତୁମ୍ଭେ ଗର୍ବି ଢେଉ ଆସି ବନ୍ଦ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?