Job 38:12 — Compare Translations

5 translations compared side by side

Odia - 1840
"ଆୟୁବ, ତୁମ୍ଭେ କବେେ ତୁମ୍ଭର ଜୀବନକାଳ ମଧିଅରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହବୋ ପାଇଁ କି ଦିନ ଆରମ୍ଭ ହବୋ ପାଇଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ପ୍ରଭାତ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅବଲମ୍ଵନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ କେବେ ତୁମ୍ଭର ଜୀବନକାଳ ମଧ୍ୟରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହେବା ପାଇଁ କି ଦିନ ଆରମ୍ଭ ହେବା ପାଇଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
Odia IRV 2017 (ଓଡିଆ ବାଇବେଲ)
ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;