Job 38:15 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ଦିନର ଆଲୁଅକୁ ଭଲ ପାଆନ୍ତି ନାହିଁ। କାରଣ ଏହାର ପ୍ରଖର କିରଣ ସମାନଙ୍କେୁ ମନ୍ଦ କରିବାକୁ ମନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ଦିନର ଆଲୁଅକୁ ଭଲ ପାଆନ୍ତି ନାହିଁ। କାରଣ ଏହାର ପ୍ରଖର କିରଣ ସେମାନଙ୍କୁ ମନ୍ଦ କରିବାକୁ ମନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ।