Job 38:16 — Compare Translations
5 translations compared side by side
Odia - 1840
"ଆୟୁବ ତୁମ୍ଭେ କବେେ ସମୁଦ୍ରର ଗଭୀର ସ୍ଥାନକୁ ୟାଇଛ କି। ଯେଉଁଠାରୁ ସମୁଦ୍ରର ଆରମ୍ଭ। ତୁମ୍ଭେ କବେେ ସମୁଦ୍ରର ନିମ୍ନ ଦେଶ ରେ ଚାଲିଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ ତୁମ୍ଭେ ସମୁଦ୍ରର ଗଭୀର ସ୍ଥାନକୁ କେବେ ଯାଇଛ କି, ଯେଉଁଠାରୁ ସମୁଦ୍ରର ଆରମ୍ଭ? ତୁମ୍ଭେ କେବେ ସମୁଦ୍ରର ନିମ୍ନ ଦେଶରେ ଗ୍ଭଲିଛ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?