Job 38:17 — Compare Translations
5 translations compared side by side
Odia - 1840
"ଆୟୁବ ତୁମ୍ଭେ କବେେ ମୃତ୍ଯୁ ଦେଶର ଦ୍ବାରକୁ ଦେଖିଛ କି? ତୁମ୍ଭେ କବେେ ସହେି ଫାଟକକୁ ଦେଖିଛ କି ଯାହା ଅନ୍ଧକାର ମରଣ ସ୍ଥାନକୁ ନଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ଵାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁଛାୟାର ଦ୍ଵାରସବୁ ଦେଖିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତୁମ୍ଭେ କେବେ ମୃତ୍ୟୁ ଦେଶର ଦ୍ୱାରକୁ ଦେଖିଛ କି? ତୁମ୍ଭେ କେବେ ସେହି ଫାଟକକୁ ଦେଖିଛ କି ଯାହା ଅନ୍ଧକାର ମରଣ ସ୍ଥାନକୁ ନେଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ନିକଟରେ କି ମୃତ୍ୟୁୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ?