Job 38:18 — Compare Translations
5 translations compared side by side
Odia - 1840
"ଆୟୁବ ତୁମ୍ଭେ ବୁଝିପାରୁଛ କି ପୃଥିବୀ କେତେ ବଡ଼ ଅଟେ? ଯଦି ତୁମ୍ଭେ ଜାଣ ଉତ୍ତର ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯେବେ ଜାଣ, ପ୍ରକାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତୁମ୍ଭେ ବୁଝିପାରୁଛ କି ପୃଥିବୀ କେତେ ବଡ଼ ଅଟେ? ଯଦି ତୁମ୍ଭେ ଜାଣ ଉତ୍ତର ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର।