Job 38:20 — Compare Translations
5 translations compared side by side
Odia - 1840
"ଆୟୁବ, ତୁମ୍ଭେ ଆଲୋକ ଓ ଅନ୍ଧକାରକୁ ତା'ର ପୂର୍ବ ସ୍ଥାନକୁ ଫରୋଇ ଦଇପୋରିବ କି? ତୁମ୍ଭେ ସେ ସ୍ଥାନକୁ କିପରି ୟାଇପାରିବ ଜାଣିଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, ତୁମ୍ଭେ ଆଲୋକ ଓ ଅନ୍ଧକାରକୁ ତା’ର ପୂର୍ବ ସ୍ଥାନକୁ ଫେରାଇ ଦେଇ ପାରିବ କି? ତୁମ୍ଭେ ସେ ସ୍ଥାନକୁ କିପରି ଯାଇପାରିବ ଜାଣିଛ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?