Job 38:21 — Compare Translations
5 translations compared side by side
Odia - 1840
"ନିଶ୍ଚଯ ତୁମ୍ଭେ ଏକଥା ସବୁ ଜାଣିଛ। ତୁମ୍ଭେ ଅତି ବୃଦ୍ଧ ଓ ଜ୍ଞାନୀ ମଧ୍ଯ ଅଟ। ତୁମ୍ଭେ ବଞ୍ଚିଥିଲ ମୁଁ ଯେତବେେଳେ ଏହିସବୁ ଗଢ଼ିଥିଲି, ନୁହେଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ!
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ଚୟ ତୁମ୍ଭେ ଏ କଥା ସବୁ ଜାଣିଛ। ତୁମ୍ଭେ ଅତି ବୃଦ୍ଧ ଓ ଜ୍ଞାନୀ ମଧ୍ୟ ଅଟ। ତୁମ୍ଭେ ବଞ୍ଚିଥିଲ ମୁଁ ଯେତେବେଳେ ଏହିସବୁ ଗଢ଼ିଥିଲି, ନୁହେଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ!
Odia IRV 2017 (ଓଡିଆ ବାଇବେଲ)
ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ!