Job 38:22 — Compare Translations
5 translations compared side by side
Odia - 1840
"ଆୟୁବ, ତୁମ୍ଭେ କବେେ ମାରେ ଭଣ୍ଡାର ଘରକୁ ୟାଇଛ କି, ଯେଉଁଠା ରେ କି ମୁଁ ବରଫ ଏବଂ କୁଆପଥର ରଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହିମଭଣ୍ତାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ କେବେ ମୋର ଭଣ୍ଡାର ଘରକୁ ଯାଇଛ କି, ଯେଉଁଠାରେ କି ମୁଁ ବରଫ ଏବଂ କୁଆପଥର ରଖିଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟକାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,