Job 38:24 — Compare Translations
5 translations compared side by side
Odia - 1840
"ତୁମ୍ଭେ ସହେି ସ୍ଥାନକୁ ୟାଇଛ କି ଯେଉଁଠାରୁ ସୂର୍ୟ୍ଯ ଉଦଯ ହୁଏ ଏବଂ ଯେଉଁଠାରୁ ପୂର୍ବବାଯୁ ସାରା ପୃଥିବୀ ରେ ଚାରିଆଡ଼େ ବିଚ୍ଛୁରିତ ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ସ୍ଥାନକୁ ଯାଇଛ କି ଯେଉଁଠାରୁ ସୂର୍ଯ୍ୟ ଉଦୟ ହୁଏ ଏବଂ ଯେଉଁଠାରୁ ପୂର୍ବବାୟୁ ସାରା ପୃଥିବୀରେ ଗ୍ଭରିଆଡ଼େ ବିଚ୍ଛୁରିତ ହୋଇଯାଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?
Odia IRV 2017 (ଓଡିଆ ବାଇବେଲ)
କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?