Job 38:25 — Compare Translations

5 translations compared side by side

Odia - 1840
"ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଦ୍ୟୁତ ନିମନ୍ତେ ପଥ କାଟି
Odia Bible ERV 2004 (ପବିତ୍ର ବାଇବଲ)
ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶରେ ଖାଲ ଖୋଳି ରଖିଛି? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି
Odia IRV 2017 (ଓଡିଆ ବାଇବେଲ)
ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି