Job 38:27 — Compare Translations

5 translations compared side by side

Odia - 1840
"ସହେି ବର୍ଷାଜଳ ଖାଲି ସ୍ଥାନମାନଙ୍କୁ ପ୍ରଚୁର ପାଣି ଦିଏ। ଘାସ ଉଠିବାକୁ ଆରମ୍ଭ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ସେହି ବର୍ଷାଜଳ ଖାଲି ସ୍ଥାନମାନଙ୍କୁ ପ୍ରଚୁର ପାଣି ଦିଏ। ଘାସ ଉଠିବାକୁ ଆରମ୍ଭ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?
Odia IRV 2017 (ଓଡିଆ ବାଇବେଲ)
ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?