Job 38:30 — Compare Translations
5 translations compared side by side
Odia - 1840
"ପାଣି ଜମାଟ ବାନ୍ଧି ପଥର ପରି ଟାଣ ହୁଏ। ଏପରିକି ସମୁଦ୍ର ଜଳ ମଧ୍ଯ ଜମାଟ ବାନ୍ଧି ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପର ଭାଗ ଜମାଟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପାଣି ଜମାଟ ବାନ୍ଧି ପଥର ପରି ଟାଣ ହୁଏ। ଏପରିକି ସମୁଦ୍ର ଜଳ ମଧ୍ୟ ଜମାଟ ବାନ୍ଧି ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପରଭାଗ ଜମାଟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପର ଭାଗ ଜମାଟ ହୁଏ।