Job 38:31 — Compare Translations

5 translations compared side by side

Odia - 1840
"ଆୟୁବ, ତୁମ୍ଭେ ସପ୍ତର୍ଷି ନକ୍ଷତ୍ରକୁ ବାନ୍ଧି ପାରିବ କି? ତୁମ୍ଭେ ମୃଗଶିରା ନକ୍ଷତ୍ରର ବନ୍ଧନ ଫିଟାଇ ପାରିବ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ ସପ୍ତର୍ଷି ନକ୍ଷତ୍ରକୁ ବାନ୍ଧି ପାରିବ କି? ତୁମ୍ଭେ ମୃଗଶିରା ନକ୍ଷତ୍ରର ବନ୍ଧନ ଫିଟାଇ ପାରିବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?