Job 38:32 — Compare Translations

5 translations compared side by side

Odia - 1840
"ତୁମ୍ଭେ କ'ଣ ନକ୍ଷତ୍ର ମଣ୍ଡଳକୁ ଠିକ୍ ସମୟରେ ବାହାରକୁ ଆଣିପାରିବ? କି ତୁମ୍ଭେ କ'ଣ ଭାଲୁକୁ ତା'ର ଛୁଆମାନଙ୍କ ସହିତ କଢ଼ଇେ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ରାଶିଗଣକୁ ସ୍ଵ ସ୍ଵ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ଵାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ନକ୍ଷତ୍ର ମଣ୍ଡଳକୁ ଠିକ୍ ସମୟରେ ବାହାରକୁ ଆଣିପାରିବ? ତୁମ୍ଭେ କ’ଣ ଭାଲୁକୁ ତା’ର ଛୁଆମାନଙ୍କ ସହିତ କଢ଼େଇ ନେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?