Job 38:33 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆକାଶ ମଣ୍ଡଳର ନିଯମସବୁ ଜାଣ କି? ତୁମ୍ଭେ ତାକୁ ପୃଥିବୀକୁ ଶାସନ କରିବାକୁ କହିପାରିବ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଆକାଶମଣ୍ତଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ଵ ସ୍ଥାପନ କରିପାର?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆକାଶ ମଣ୍ଡଳର ନିୟମସବୁ ଜାଣ କି? ତୁମ୍ଭେ ତାକୁ ପୃଥିବୀକୁ ଶାସନ କରିବାକୁ କହିପାରିବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର?