Job 38:34 — Compare Translations

5 translations compared side by side

Odia - 1840
"ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦଇପୋରିବ, ସମାନେେ ବର୍ଷା ରେ ତୁମ୍ଭକୁ ଘାଡ଼ୋଇ ପାରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦେଇ ପାରିବ, ସେମାନେ ବର୍ଷାରେ ତୁମ୍ଭକୁ ଘୋଡ଼ାଇ ପାରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?
Odia IRV 2017 (ଓଡିଆ ବାଇବେଲ)
ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?