Job 38:39 — Compare Translations

5 translations compared side by side

Odia - 1840
"ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି? ତୁମ୍ଭେ ସମାନଙ୍କେ ଭୋକିଲା ଶାବକକୁ ଖାଦ୍ୟ ଦିଅ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବାସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତସ୍ଥାନରେ ଥିବା ବେଳେ
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି? ତୁମ୍ଭେ ସେମାନଙ୍କ ଭୋକିଲା ଶାବକକୁ ଖାଦ୍ୟ ଦିଅ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ