Job 38:40 — Compare Translations

5 translations compared side by side

Odia - 1840
"ସହେି ସିଂହମାନେ ତାଙ୍କ ଗୁମ୍ଫା ଭିତ ରେ। ସମାନେେ ଘାସ ଭିତ ରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହାଇେଥାଆନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
Odia Bible ERV 2004 (ପବିତ୍ର ବାଇବଲ)
ସେହି ସିଂହମାନେ ତାଙ୍କ ଗୁମ୍ଫା ଭିତରେ। ସେମାନେ ଘାସ ଭିତରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହୋଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?