Job 38:41 — Compare Translations
5 translations compared side by side
Odia - 1840
"କିଏ ଡ଼ାମରା କାଉକୁ ଖାଦ୍ୟ ଯୋଗଇ ଦିଏ। ଯେତବେେଳେ ତା'ର ଶାବକମାନେ ପରମେଶ୍ବରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲା ବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଡାମରା କାଉର ଛୁଆମାନେ ପରମେଶ୍ଵରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?
Odia Bible ERV 2004 (ପବିତ୍ର ବାଇବଲ)
କିଏ ଡାମରା କାଉକୁ ଖାଦ୍ୟ ଯୋଗାଇ ଦିଏ? ଯେତେବେଳେ ତା’ର ଶାବକମାନେ ପରମେଶ୍ୱରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲାବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?
Odia IRV 2017 (ଓଡିଆ ବାଇବେଲ)
ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?