Job 38:7 — Compare Translations
5 translations compared side by side
Odia - 1840
"ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ ଏବଂ ଏହା ଯେତବେେଳେ ହେଲା ସ୍ବର୍ଗଦୂତଗଣ ଆନନ୍ଦ ରେ ଚିତ୍କାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପରମେଶ୍ଵରଙ୍କ ସନ୍ତାନଗଣ ଆନନ୍ଦରେ ଜୟଧ୍ଵନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା?
Odia Bible ERV 2004 (ପବିତ୍ର ବାଇବଲ)
ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ ଏବଂ ଏହା ଯେତେବେଳେ ହେଲା ସ୍ୱର୍ଗଦୂତଗଣ ଆନନ୍ଦରେ ଚିତ୍କାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?
Odia IRV 2017 (ଓଡିଆ ବାଇବେଲ)
ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା?