Job 39:1 — Compare Translations
5 translations compared side by side
Odia - 1840
"ଆୟୁବ ତୁମ୍ଭେ ଜାଣିଛ କି କେତବେେଳେ ପାହାଡ଼ୀ ଛଳେି ଜନ୍ମଗ୍ରହଣ କରେ। ତୁମ୍ଭେ କବେେ ଦେଖିଛ କି ମା ହରିଣକୁ ତା'ର ଛୁଆ ଦବୋର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବ କାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ ତୁମ୍ଭେ ଜାଣିଛ କି କେତେବେଳେ ପାହାଡ଼ୀ ଛେଳି ଜନ୍ମଗ୍ରହଣ କରେ? ତୁମ୍ଭେ କେବେ ଦେଖିଛ କି ମା ହରିଣକୁ ତା’ର ଛୁଆ ଦେବାର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବକାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବ କାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର?