Job 39:10 — Compare Translations
5 translations compared side by side
Odia - 1840
"ଗୋଟିଏ ବଣୁଆ ଷଣ୍ଢକୁ ଦଉଡ଼ି ରେ ବାନ୍ଧି ଦବେ କି? ୟଦ୍ଦ୍ବାରା ତୁମ୍ଭେ ଆପଣା ଭୂମି ଚାଷ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଅରଣାକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ବଣୁଆ ଷଣ୍ଢକୁ ଦଉଡ଼ିରେ ବାନ୍ଧି ଦେବ କି, ଯଦ୍ଦ୍ୱାରା ତୁମ୍ଭେ ଆପଣା ଭୂମି ଗ୍ଭଷ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?