Job 39:11 — Compare Translations

5 translations compared side by side

Odia - 1840
"ବଣୁଆ ଷଣ୍ଢ ଅତି ବଳଶାଳୀ। ତୁମ୍ଭେ କ'ଣ ତା' ଉପରେ ନିର୍ଭର କରିପାରିବ ତୁମ୍ଭ କାମ କରିବା ପାଇଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ଵାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ବଣୁଆ ଷଣ୍ଢ ଅତି ବଳଶାଳୀ। ତୁମ୍ଭେ କ’ଣ ତା’ ଉପରେ ନିର୍ଭର କରି ପାରିବ ତୁମ୍ଭ କାମ କରିବା ପାଇଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?
Odia IRV 2017 (ଓଡିଆ ବାଇବେଲ)
ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?