Job 39:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ତା' ଉପରେ ନିର୍ଭର କରିପାରିବ କି? ତୁମ୍ଭର ଶସ୍ଯ ଅମଳ କରିବା ପାଇଁ ଶସ୍ଯସବୁ ଖଳାକୁ ଆଣିବାକୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତା’ ଉପରେ ନିର୍ଭର କରି ପାରିବ କି? ତୁମ୍ଭର ଶସ୍ୟଅମଳ କରିବା ପାଇଁ ଶସ୍ୟସବୁ ଖଳାକୁ ଆଣିବାକୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?