Job 39:13 — Compare Translations
5 translations compared side by side
Odia - 1840
"ଓଟ ପକ୍ଷୀ ଉତ୍ତଜେନା ରେ ଡ଼ଣୋ ହଲାଏ କିନ୍ତୁ ଏହା ଉଡ଼ିପାରିବ ନାହିଁ। ଏହାର ଡ଼ଣୋ ବଗ ପରି ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଷ୍ଟ୍ରପକ୍ଷିଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?
Odia Bible ERV 2004 (ପବିତ୍ର ବାଇବଲ)
“ଓଟ ପକ୍ଷୀ ଉତ୍ତେଜନାରେ ଡେଣା ହଲାଏ କିନ୍ତୁ ଏହା ଉଡ଼ିପାରିବ ନାହିଁ। ଏହାର ଡେଣା ବଗ ପରି ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?
Odia IRV 2017 (ଓଡିଆ ବାଇବେଲ)
ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?