Job 39:14 — Compare Translations
5 translations compared side by side
Odia - 1840
"ଓଟ ପକ୍ଷୀ ଭୂମିରେ ଅଣ୍ଡା ଦିଏ ଏବଂ ସମାନେେ ବାଲି ରେ ଉଷ୍ଣ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଭୂମିରେ ଆପଣା ଅଣ୍ତା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,
Odia Bible ERV 2004 (ପବିତ୍ର ବାଇବଲ)
ଓଟ ପକ୍ଷୀ ଭୂମିରେ ଅଣ୍ଡା ଦିଏ ଏବଂ ସେମାନେ ବାଲିରେ ଉଷ୍ଣ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,