Job 39:16 — Compare Translations
5 translations compared side by side
Odia - 1840
"ଓଟପକ୍ଷୀ ତା'ର ଶାବକମାନଙ୍କୁ ଛାଡ଼ିକି ୟାଏ। ସେ ତା'ର ଶାବକମାନଙ୍କୁ ନିଜର ଛୁଆପରି ବ୍ଯବହାର କରେ ନାହିଁ। ତା'ର ଛୁଆ ମରିଗଲେ ସେ ଖାତିର କରେ ନାହିଁ ଯେପରି ସମସ୍ତ କାମ କିଛି ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚି; ଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଓଟପକ୍ଷୀ ତା’ର ଶାବକମାନଙ୍କୁ ଛାଡ଼ିକି ଯାଏ। ସେ ତା’ର ଶାବକମାନଙ୍କୁ ନିଜର ଛୁଆ ପରି ବ୍ୟବହାର କରେ ନାହିଁ। ତା’ର ଛୁଆ ମରିଗଲେ ସେ ଖାତିରି କରେ ନାହିଁ, ଯେପରି ସମସ୍ତ କାମ କିଛି ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;
Odia IRV 2017 (ଓଡିଆ ବାଇବେଲ)
ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;