Job 39:17 — Compare Translations
5 translations compared side by side
Odia - 1840
"କାହିଁକି? କାରଣ ମୁଁ ସହେି ଓଟପକ୍ଷୀକୁ ଜ୍ଞାନ ଦଇେ ନାହିଁ। ସହେି ଓଟ ପକ୍ଷୀ ନିର୍ବୋଧ। ମୁଁ ମଧ୍ଯ ତାକୁ ସପରେି କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପରମେଶ୍ଵର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୁଁ ସେହି ଓଟପକ୍ଷୀକୁ ଜ୍ଞାନ ଦେଇ ନାହିଁ। ସେହି ଓଟ ପକ୍ଷୀ ନିର୍ବୋଧ। ମୁଁ ମଧ୍ୟ ତାକୁ ସେପରି କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।