Job 39:18 — Compare Translations

5 translations compared side by side

Odia - 1840
"କିନ୍ତୁ ସହେି ଓଟପକ୍ଷୀ ଠିଆ ହୁଏ ଦୌଡ଼ିବାକୁ ଆରମ୍ଭ କରେ। ସେ ଘୋଡ଼ା ଓ ତା'ର ସବାରୀକୁ ଦେଖି ହସି ପଳାଏ। କାରଣ ସେ କୌଣସି ଘାଡ଼ୋଠାରୁ ଅଧିକ ବଗେ ରେ ଦୌଡ଼ିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପରକୁ ଉଠିଲେ, ଅଶ୍ଵ ଓ ଅଶ୍ଵାରୋହୀକି ପରିହାସ କରେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଓଟପକ୍ଷୀ ଠିଆ ହୁଏ ଦୌଡ଼ିବାକୁ ଆରମ୍ଭ କରେ। ସେ ଘୋଡ଼ା ଓ ତା’ର ସବାରୀକୁ ଦେଖି ହସି ପଳାଏ। କାରଣ ସେ କୌଣସି ଘୋଡ଼ାଠାରୁ ଅଧିକ ବେଗରେ ଦୌଡ଼ିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।
Odia IRV 2017 (ଓଡିଆ ବାଇବେଲ)
ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।