Job 39:19 — Compare Translations
5 translations compared side by side
Odia - 1840
"ଆୟୁବ ତୁମ୍ଭେ ସହେି ଘାଡ଼ୋକୁ ଶକ୍ତି ଦଇେଛ କି? ତୁମ୍ଭେ ଘୋଡ଼ାର ବକରେେ ବଳା ଲଗାଇଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଅଶ୍ଵକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ ତୁମ୍ଭେ ସେହି ଘୋଡ଼ାକୁ ଶକ୍ତି ଦେଇଛ କି? ତୁମ୍ଭେ ଘୋଡ଼ାର ବେକରେ ବଳା ଲଗାଇଛ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?