Job 39:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଏକଥା ଜାଣିଛ କି କେତେ ମାସ ପାହାଡ଼ୀ ଛଳେି ଓ ହରିଣ ଶାବକର ଗର୍ଭମାସ ଧାରଣର କ୍ଷମତା? ତୁମ୍ଭେ ଜାଣ କି କେତବେେଳେ ସମାନଙ୍କେ ଜନ୍ମ ହବୋର ଉପୟୁକ୍ତ ସମୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏ କଥା ଜାଣିଛ କି କେତେ ମାସ ପାହାଡ଼ୀ ଛେଳି ଓ ହରିଣ ଶାବକର ଗର୍ଭମାସ ଧାରଣର କ୍ଷମତା? ତୁମ୍ଭେ ଜାଣ କି କେତେବେଳେ ସେମାନଙ୍କ ଜନ୍ମ ହେବାର ଉପଯୁକ୍ତ ସମୟ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ?