Job 39:20 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ଘାଡ଼ୋକୁ ପତଙ୍ଗପରି କୁଦିବାର ଶକ୍ତି ଦଇେଅଛ କି? ସହେି ଘାଡ଼ୋ ଲୋକ ଦେଖିଲେ ବଡ଼ ପାଟି ରେ ରବ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ତାହାକୁ ଫଡ଼ିଙ୍ଗ ପରି କୁଦିବାକୁ ଦେଇଅଛ? ତାହାର ନାସାଶଦ୍ଦର ତେଜ ଭୟାନକ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ଘୋଡ଼ାକୁ ପତଙ୍ଗପରି କୁଦିବାର ଶକ୍ତି ଦେଇଅଛ କି? ସେହି ଘୋଡ଼ା ଲୋକ ଦେଖିଲେ ବଡ଼ ପାଟିରେ ରବ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ।