Job 39:21 — Compare Translations

5 translations compared side by side

Odia - 1840
"ଘୋଡ଼ାଟି ଶକ୍ତିଶାଳୀ ଥିବାରୁ ଖୁସିଥାଏ। ସେ ଭୂମିରେ ତା'ର ଖୁରା ଦ୍ବାରା ରାମ୍ପୁଡ଼ି ପକାଏ। ସେ ୟୁଦ୍ଧ କ୍ଷେତ୍ର ରେ ଖୁବ ୟୋର ରେ ଦୌଡ଼ିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରେ; ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଘୋଡ଼ାଟି ଶକ୍ତିଶାଳୀ ଥିବାରୁ ଖୁସୀଥାଏ। ସେ ଭୂମିରେ ତା’ର ଖୁରା ଦ୍ୱାରା ରାମ୍ପୁଡ଼ି ପକାଏ। ସେ ଯୁଦ୍ଧ କ୍ଷେତ୍ରରେ ଖୁବ ଜୋ‌ର୍‌ରେ ଦୌଡ଼ିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।
Odia IRV 2017 (ଓଡିଆ ବାଇବେଲ)
ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।