Job 39:22 — Compare Translations

5 translations compared side by side

Odia - 1840
"ଘାଡ଼ୋ ଭୟ ରେ ହ ସେ। ସେ ଭୟଭୀତ ନୁହେଁ, ସେ ୟୁଦ୍ଧ ଭୂମିରୁ ପଳାଯନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଭୟକୁ ପରିହାସ କରେ ଓ ଉଦ୍ବିଗ୍ନ ହୁଏ ନାହିଁ; କିଅବା ଖଡ଼୍‍ଗ ସମ୍ମୁଖରୁ ଫେରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଘୋଡ଼ା ଭୟରେ ହସେ। ସେ ଭୟଭୀତ ନୁହେଁ, ସେ ଯୁଦ୍ଧ ଭୂମିରୁ ପଳାୟନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।